www.samajalive.in
Monday, December 8, 2025
27.1 C
Bhubaneswar

ଆଜି ଯୁକ୍ତ ଦୁଇ ସ୍ପଟ୍‌ ନାମଲେଖା

ଭୁବନେଶ୍ବର : ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା କନିଷ୍ଠ ମହାବିଦ୍ୟାଳୟ (ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ)ରେ ଯୁକ୍ତ ଦୁଇ ସ୍ପଟ୍‌ ନାମଲେଖା  ଶୁକ୍ରବାର ଅନୁଷ୍ଠିତ ହେଉଛି। ପ୍ରଥମ ଓ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପରେ ବଳକା ସିଟ୍‌ରେ ନାମଲେଖା ଅନୁଷ୍ଠିତ ହେଉଛି। ଏନେଇ ସଂପୃକ୍ତ କନିଷ୍ଠ ମହାବିଦ୍ୟାଳୟରେ ଗୁରୁବାର ସନ୍ଧ୍ୟାରେ ମେଧା ତାଲିକା ପ୍ରକାଶ ପାଇଥିଲା।
ଚଳିତ ମାସ ୧୩ ତାରିଖରେ ସ୍ପଟ୍‌ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଆଜି ପୂର୍ବାହ୍ନ ୧୦ଟାରୁ ନାମଲେଖା ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍ପଟ୍‌ ନାମଲେଖା ଅନୁଷ୍ଠିତ ଚାଲିବ। ଶନିବାର ସନ୍ଧ୍ୟା ସୁଦ୍ଧା କନିଷ୍ଠ ମହାବିଦ୍ୟାଳୟ କର୍ତ୍ତୃପକ୍ଷ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କର ତଥ୍ୟ ଦାଖଲ କରିବେ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories