www.samajalive.in
Wednesday, December 10, 2025
26.1 C
Bhubaneswar

ଭୁବନେଶ୍ୱରରୁ ଆଉ ୨୪୩ କରୋନା ପଜିଟିଭ୍ ଚିହ୍ନଟ, ୩୫୭ ସୁସ୍ଥ

ଭୁବନେଶ୍ୱର ଭୁବନେଶ୍ୱରରୁ ଶୁକ୍ରବାର ଆଉ ୨୪୩  ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୭୭୯ରେ ପହଞ୍ଚିଛି । ଶୁକ୍ରବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୬୮ ଜଣ ରହିଥିବାବେଳେ ୧୭୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାସହ ୩୫୭ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି କରିଛନ୍ତି । ଏନେଇ ଭୁବନେଶ୍ଵର ମହାନଗର ନିଗମ(ବିଏମସି) ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories