www.samajalive.in
Sunday, December 7, 2025
13.1 C
Bhubaneswar

ଦେଶରେ ଚିହ୍ନଟ ଆକ୍ରାନ୍ତ ୬୨,୨୧୨ ; ମୋଟ ଆକ୍ରାନ୍ତ ୭୪ ଲକ୍ଷ ୩୨ ହଜାର ୬୮୧

ନୂଆଦିଲ୍ଲୀ : ପୂର୍ବ ଅପେକ୍ଷା ବର୍ତ୍ତମାନ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ପାଉଥିବା ଦେଖିବାକୁ ମିଳୁଛି। ୨୪ ଘଣ୍ଟାରେ ୬୨,୨୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୩୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧୨ ହଜାର ୯୯୮ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୪ ଲକ୍ଷ ୩୨ ହଜାର ୬୮୧କୁ ବୃଦ୍ଧି ପାଇଛି। ୭,୯୫,୦୮୭ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୬୫,୨୪,୫୯୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories