www.samajalive.in
Monday, December 8, 2025
27.1 C
Bhubaneswar

ଦିଲ୍ଲୀ ପାଇଁ ୧୮୦ରନର ବିଜୟ ଲକ୍ଷ୍ୟ ରଖିଲା ଚେନ୍ନଇ

ସାରଜା : ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ) ତ୍ରୟୋଦଶତମ ସଂସ୍କରଣର ଶନିବାର ଦ୍ବିତୀୟ ମ୍ୟାଚ୍ ଚେନ୍ନଇ ସୁପରକିଙ୍ଗ୍‌ସ ଓ ଦିଲ୍ଲୀ କ୍ୟାପିଟାଲ୍‌ସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ଚେନ୍ନଇ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଚେନ୍ନଇ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୧୭୯ରନ୍ ସଂଗ୍ରହ କରିଛି। ଚେନ୍ନଇ ପକ୍ଷରୁ ଫାଫ୍ ଡୁପ୍ଲେସିସ୍ ୫୮ ରନ, ଅମ୍ବତି ରାୟୁଡୁ ୪୫ ରନ ଏବଂ ଜାଡେଜା ୩୩ ରନ୍ କରିଛନ୍ତି।

ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ଅନରିଚ ନୋତର୍ଜେ ୨ଟି ଓ୍ଵିକେଟ୍ ନେଇଥିବାବେଳେ ତୁଷାର ଦେଶପାଣ୍ଡେ ଓ କାଗିସୋ ରାବଡା ପ୍ରତ୍ୟେକ ଗୋଟିଏ ଲେଖାଏଁ ଓ୍ଵିକେଟ୍ ନେଇଥିଲେ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories