ନୂଆଦିଲ୍ଲୀ : କରୋନା ପଜିଟିଭ ସଂଖ୍ୟାରେ ହ୍ରାସ ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୬୧, ୮୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୩୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧୪ ହଜାର ୩୧ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୪ ଲକ୍ଷ ୯୪ ହଜାର ୫୫୨କୁ ବୃଦ୍ଧି ପାଇଛି। ୭,୮୩,୩୧୧ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୬୫,୯୭,୨୦୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।
Popular Categories



