www.samajalive.in
Wednesday, December 10, 2025
16.1 C
Bhubaneswar

ରାଜ୍ୟରେ କରୋନା ନେଲା ଆଉ ୧୪ ଜୀବନ, ପୁଣି ଟ୍ବିନ ସିଟିରେ ୬ ମୃତ

ଭୁବନେଶ୍ବର: ରାଜ୍ୟରେ ରବିବାର କରୋନା ଆଉ ୧୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୧୩୫ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

- Advertisement -

ସୂଚନା ଅନୁଯାୟୀ, ଆଜି କରୋନାରେ ୧୪ ଜଣ ମୃତକଙ୍କ ମଧ୍ୟରୁ ଟ୍ବିନ ସିଟିରୁ ୬ ଜଣଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ବରରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରୁ ୨ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ଜଗତସିଂହପୁର ଜୁଲାରୁ ମଧ୍ୟ ୨ଜଣ ଆକ୍ରାନ୍ତ ମୃତ୍ୟୁ ହୋଇଛି। ମୟୁରଭଞ୍ଜ, ପୁରୀ, ଢେଙ୍କାନାଳ, କନ୍ଧମାଳ, ବଲାଙ୍ଗୀର ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 

Hot this week

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

Related Articles

Popular Categories