www.samajalive.in
Sunday, December 7, 2025
15.1 C
Bhubaneswar

ସନ୍ଦେହଜନକ ଅବସ୍ଥାରେ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର : ବଲାଙ୍ଗୀର ସହରର ଚନ୍ଦ୍ରଶେଖରନଗରରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି।ଚନ୍ଦ୍ରଶେଖରନଗର ଏକ ସରକାରୀ କ୍ୱାର୍ଟସରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନଙ୍କ ଘର ବଲାଙ୍ଗୀରର ସଦର ବ୍ଲକ ପୁଡାସିଂ ଗାଁରେ ବୋଲି ଜଣାପଡ଼ିଛି। ସନ୍ଦେହଜନକ ଅବସ୍ଥାରେ ଟାଉନ ପୁଲିସ ମୃତଦେହ ଜବତ କରିଛି।
ବୃଦ୍ଧ ଜଣଙ୍କର ମୃତଦେହ ଘର ଭିତରେ ପଡିରହିଥିବା ବେଳେ ବୃଦ୍ଧାଙ୍କର ମୃତଦେହ ଝରକାରେ ବନ୍ଧା ଅବସ୍ଥାରେ ବେକରେ ରଶି ଲାଗିଥିବା ଅବସ୍ଥାରେ ରହିଛି। ଅସହାୟ ଜୀବନ ବିତାଉଥିବାରୁ ଲୋକେ ଉକ୍ତ ଦମ୍ପତିଙ୍କୁ କ୍ୱାଟର୍ସରେ ରଖିଥିଲେ। ତେବେ କିଭଳି ଓ କେଉଁ କାରଣରୁ ସେମାନଙ୍କ ମୃତ୍ୟୁ ହୋଇଛି , ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories