www.samajalive.in
Sunday, December 7, 2025
14.1 C
Bhubaneswar

ଆଇପିଏଲ ୨୦୨୦: ଆଜି ଚେନ୍ନଇ ବନାମ ରାଜସ୍ଥାନ

ଆବୁଧାବି :  ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ ୨୦୨୦ର ୩୭ ତମ ମ୍ୟାଚ୍‌ ସୋମବାର(ଆଜି) ଚେନ୍ନଇ ସୁପରକିଙ୍ଗସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ହେବ। ଏ ପର୍ଯ୍ୟନ୍ତ ଉଭୟ ଦଳର ପ୍ରଦର୍ଶନ ନିରାଶା ଜନକ ରହିଛି। ଦୁଇ ଦଳ ପଏଣ୍ଟ ଟେବୁଲର ଶେଷ ୨ଟି ସ୍ଥାନରେ ଅଛନ୍ତି।

ଉଭୟ ଦଳ ୯ଟି ଲେଖାଏଁ  ମ୍ୟାଚ୍‌ ଖେଳି ୬-୬ଟି ମ୍ୟାଚ୍‌ରେ ପରାଜିତ ହୋଇଛନ୍ତି ଓ ମାତ୍ର ୩ଟି ଲେଖାଏଁ ମ୍ୟାଚ୍ ଜିତିଛନ୍ତି ।  ପୂର୍ବରୁ ଚଳିତ ଟୁର୍ଣ୍ଣାମେଣ୍ଟରେ ଦୁଇ ଦଳ ମଧ୍ୟରେ ମୁକାବିଲା ହୋଇଥିଲେ ମଧ୍ୟ ରାଜସ୍ଥାନ ୧୬ ରନ୍‌ରେ ଚେନ୍ନଇକୁ ପରାସ୍ତ କରିଥିଲା। ତେବେ ଆଜିର ମ୍ୟାଚ ଜିତିବା ପାଇଁ ଦୁଇ ଦଳ ନିଶ୍ଚୟ ପ୍ରାଣପଣେ ଉଦ୍ୟମ କରିବେ।​

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories