www.samajalive.in
Friday, December 12, 2025
15.1 C
Bhubaneswar

ସ୍ବର୍ଗଦ୍ବାରରୁ ହଟିଲା କଟକଣା, ଏଣିକି ସତ୍କାର ହେବ ଅନ୍ୟ ଜିଲାର ବ୍ୟକ୍ତିଙ୍କ ମୃତଦେହ

ଭୁବନେଶ୍ବର: ପୁରୀ ସ୍ବର୍ଗଦ୍ବାରରେ ଶବ ସତ୍କାର ନେଇ କଟକଣା ହଟାଇ ଦିଆଯାଇଛି। ଏଣିକି ବାହାର ଜିଲାର ଯେକୌଣସି ବ୍ୟକ୍ତିଙ୍କ ମୃତଦେହ ତାଙ୍କ ସମ୍ପର୍କୀୟ ପୁରୀ ସ୍ବର୍ଗଦ୍ବାର ଆଣି ସତ୍କାର କରିପାରିବେ। ଅନ୍ୟ ସ୍ବର୍ଗଦ୍ବାର​‌େ​‌ର ଅନ୍ୟ ଜିଲାର ବ୍ୟକ୍ତିଙ୍କ ମୃତଦେହ ଶତ୍କାର କଟକଣା ହଟିବା ନେଇ ପୁରୀ ଜିଲାପାଳ ବଲୱନ୍ତ ସିଂହଙ୍କ ସୂଚନା ଦେଇଛନ୍ତି। ଏବେ ପୁରୀ ଜିଲାରେ ସଂକ୍ରମଣ ହାର କମି ଥିବାରୁ ସ୍ବର୍ଗଦ୍ବାରରୁ କଟକଣା ହଟାଗଲା।

- Advertisement -

ଜିଲାପାଳ ବଲୱନ୍ତ ସିଂହ କହିଛନ୍ତି ଯେ ଅନ୍ୟ ଜିଲାର ବ୍ୟକ୍ତିଙ୍କ ମୃତଦେହ ସତ୍କାର ପାଇଁ ସ୍ବର୍ଗଦ୍ବାରରେ ଲାଗୁ କରାଯାଇଥିବା କଟକଣା ହଟାଇ ଦିଆଯାଇଛି। ତେବେ ଶବ ସତ୍କାରବେଳେ କୋଭିଡ୍‌ ଗାଇଡ୍‌ ଲାଇନ୍‌ ପାଳନ ଜରୁରୀ। ସ୍ବର୍ଗଦ୍ବାରକୁ ମୃତବ୍ୟକ୍ତିଙ୍କ ସମ୍ପର୍କୀୟ ୨୦ଜଣରୁ ଅଧିକ ଯିବେନାହିଁ। ସ୍ବର୍ଗଦ୍ବାରରେ ମୃତଦେହ ସତ୍କାରବେଳେ ସମସ୍ତେ ମାସ୍କ ପିନ୍ଧିବେ ଓ ସାମାଜିକ ଦୂରତା ବଜାୟ ରଖିବେ ବୋଲି ଜିଲାପାଳ ପ୍ରକାଶ କରିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories