www.samajalive.in
Saturday, December 6, 2025
15.1 C
Bhubaneswar

ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ : ପୁଲିସ୍ ଇନ୍ସପେକ୍ଟର ସହିଦ, ସର୍ଚ୍ଚ ଅପରେସନ୍ ଜାରି

ଜାମ୍ମୁ: ଦକ୍ଷିଣ କାଶ୍ମୀରର ଅନନ୍ତନାଗ ଜିଲ୍ଲାର ସୁନ୍ଦରପୋରା ଅଞ୍ଚଳରେ ସୋମବାର ସନ୍ଧ୍ୟାରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏଥିାର ଜାମ୍ମୁ କାଶ୍ମୀର ପୁଲିସର ଜଣେ ଇନ୍ସପେକ୍ଟର ସହିଦ ହୋଇଛନ୍ତି। ସହିଦ ଇନ୍ସପେକ୍ଟର ମହମ୍ମଦ ଅଶରଫ ଭଟ୍ଟ ବୋଲି ଜଣାପଡିଛି। ଆତଙ୍କବାଦୀଙ୍କ ଆକ୍ରମଣ ଯୋଗୁଁ ଇନ୍ସପେକ୍ଟରଙ୍କ ମୁଣ୍ଡରେ ଗୁଳି ବାଜିଥିଲା। ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ସୂତ୍ରରୁ ପ୍ରକାଶ ଯେ ସେନା ଘଟଣାସ୍ଥଳରେ ପହଞ୍ଚି ଆକ୍ରମଣକାରୀଙ୍କୁ ଧରିବା ପାଇଁ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories