www.samajalive.in
Monday, December 8, 2025
17.1 C
Bhubaneswar

ରାଜ୍ୟରେ ଆଉ ୧୯୦୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ମଙ୍ଗଳବାର ଆଉ ୧୯୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୨୨୫୦ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୫ଜଣ ସଙ୍ଗରୋଧରୁ ରହିଥିବା ବେଳେ ୭୮୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

- Advertisement -

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories