www.samajalive.in
Monday, December 8, 2025
24.1 C
Bhubaneswar

ବନ୍ଦେ ଭାରତ ମିଶନରେ ବିଦେଶରୁ ଫେରିଲେଣି ୧୯ ଲକ୍ଷରୁ ଅଧିକ ଭାରତୀୟ

ଦେଶରେ କରୋନା ମହାମାରୀ ଜନିତ କଟକଣା ଠାରୁ ଏ ପର୍ଯ୍ୟନ୍ତ ବନ୍ଦେ ଭାରତ ମିଶନ ମାଧ୍ୟମରେ ୧୯ ଲକ୍ଷ ୪୦ ହଜାର ଭାରତୀୟ ନାଗରିକଙ୍କୁ ଦେଶକୁ ଫେରାଇ ଅଣାଯାଇଛି। ଗତ ସନ୍ଧ୍ୟାରେ ନୂଆଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ଅନୁରାଗ ଶ୍ରୀବାସ୍ତବ କହିଛନ୍ତି ଯେ ବନ୍ଦେ ଭାରତ ମିଶନର ସପ୍ତମ ପର୍ଯ୍ୟାୟ ଅକ୍ଟୋବର ୧ରୁ ଆରମ୍ଭ ହୋଇଛି।

ଏହି ପର୍ଯ୍ୟାୟରେ ଧାର୍ଯ୍ୟ ହୋଇଥିବା ୧ ହଜାର ୫୦ଟି ଆନ୍ତର୍ଜାତୀୟ ଉଡାଣ ମଧ୍ୟରୁ ଏ ପର୍ଯ୍ୟନ୍ତ ୨୦ଟି ଦେଶରୁ ୬୯୦ଟି ବିମାନ ଚଳାଚଳ କରିସାରିଛି ଓ ଦେଶର ୨୨ଟି ବିମାନବନ୍ଦରରେ ୧ ଲକ୍ଷ ୩୦ ହଜାର ଲୋକଙ୍କୁ ପହଞ୍ଚାଇଛି।

Hot this week

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

Related Articles

Popular Categories