ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ କରୋନା
ମୁମ୍ବଇ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ କରୋନାରେ ସଂକ୍ରମିତ ହୋଇଛନ୍ତି। ସେ ନିଜେ ଟ୍ବିଟ୍ କରି ଏ ବିଷୟରେ ସୂଚନା ଦେଇଛନ୍ତି। କରୋନା ରିପୋର୍ଟ ପଜିଟିଭ୍ ଆସିବାପରେ ସେ ସଙ୍ଗରୋଧରେ ରହିବା ସହିତ ନିକଟରେ ତାଙ୍କ ସହ ମିଶିଥିବା ଲୋକମାନଙ୍କୁ କରୋନା ପରୀକ୍ଷା କରାଇନେବାକୁ କହିଛନ୍ତି।
I have been working every single day since the lockdown but now it seems that God wants me to stop for a while and take a break !
I have tested #COVID19 positive and in isolation.
Taking all medication & treatment as per the advice of the doctors.— Devendra Fadnavis (@Dev_Fadnavis) October 24, 2020
Comments are closed.