www.samajalive.in
Sunday, December 7, 2025
15.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଶାରଦୀୟ ଶୁଭେଚ୍ଛା, ମା’ଦୁର୍ଗାଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପବିତ୍ର ଦୁର୍ଗାପୂଜା ଅବସରରେ ସମସ୍ତଙ୍କୁ ଶାରଦୀୟ ଶୁଭେଚ୍ଛା ଜଣାଇଛନ୍ତି। ମା’ଦୁର୍ଗାଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଓ ଉଲ୍ଲାସ ଭରିଦେଉ ବୋଲି ମୁଖ୍ୟମନ୍ତ୍ରୀ ଶାରଦୀୟ ଶୁଭେଚ୍ଛା ବାର୍ତ୍ତାରେ ପ୍ରକାଶ କରିଛନ୍ତି। ସମସ୍ତଙ୍କ ମିଳିତ ଉଦ୍ୟମରୁ ରାଜ୍ୟରେ କୋଭିଡ୍‌ ସଂକ୍ରମଣ ନିମ୍ନଗାମୀ ହେଉଥିଲେ ମଧ୍ୟ ପାର୍ବଣ ଋତୁରେ ସଂପୂର୍ଣ୍ଣ ସାବଧାନତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଆହ୍ୱାନ ଦେଇଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories