www.samajalive.in
Monday, December 8, 2025
13.1 C
Bhubaneswar

୧ମାସ ୭ ଦିନର ଶିଶୁକନ୍ୟାକୁ ବିକ୍ରି ଅଭିଯୋଗ

ରେଢ଼ାଖୋଲ :ସମ୍ବଲପୁର ଜିଲା ଚାରମାଳ ଥାନା ଅଂଚଳରେ ଏକ ଶିଶୁ କନ୍ୟାକୁ ବିକ୍ରି କରାଯାଇଥିବା ନେଇ ବୁଧବାର ଅଭିଯୋଗ ହୋଇଛି। ଶିଶୁ କନ୍ୟା ବିକ୍ରି ନେଇ ଚାଇଲ୍ଡ ଲାଇନ ଚାରମାଳ ଶାଖା ଅଭିଯୋଗ ଆଣିଛି।
ସୂଚନା ଯୋଗ୍ୟ, ଚାରମାଳ ଥାନା କେଉଁଟି ବାହାଲି ଗାଁର ଜଣେ ଦମ୍ପତି ତାଙ୍କର ୧ମାସ ୭ ଦିନର ଶିଶୁକନ୍ୟାକୁ କୁଶାପାଲି ଗ୍ରାମର ଜଣେ ବ୍ୟକ୍ତିଙ୍କୁ ବିକ୍ରି କରିଥିବା ଖବର ପାଇ ଚାଇଲ୍ଡ ଲାଇନ ଚାରମାଳ ଥାନାରେ ଅଭିଯୋଗ କରିଥିଲେ। ଏହାପରେ ଅଭିଯୋଗକୁ ଆଧାର କରି ପୁଲିସ ଏକ ମାମଲା ରୁଜୁ କରି ଶିଶୁକନ୍ୟା କିଣି ଥିବା ରେଢ଼ାଖୋଲ ଥାନା କୁଶାପାଲି ଗ୍ରାମର ଲଳିତ ପ୍ରଧାନଙ୍କୁ ଥାନାକୁ ଡକାଇ ତଦନ୍ତ କରୁଥିବା ଜଣାପଡିଛି।

Hot this week

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

Related Articles

Popular Categories