www.samajalive.in
Sunday, December 7, 2025
23.1 C
Bhubaneswar

ସୁସ୍ଥ ହେଲେ ୧୯୦୮ ଜଣ କରୋନା ଆକ୍ରାନ୍ତ : ଆରୋଗ୍ୟ ସଂଖ୍ୟା ୨,୭୨,୦୩୮

ଭୁବନେଶ୍ବର : ରାଜ୍ୟରେ ଗୁରୁବାର ଆଉ ୧,୯୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୭୨,୦୩୮କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୨୨, ସୁନ୍ଦରଗଡ଼ରୁ ୧୭୦, ଅନୁଗୋଳରୁ ୧୨୬, କେନ୍ଦ୍ରାପଡାରୁ ୧୦୨, କଟକରୁ ୧୦୦, ବଲାଙ୍ଗୀରରୁ ୯୬, ବାଲେଶ୍ବରରୁ ୮୯, ମୟୂରଭଞ୍ଜରୁ ୮୦, କଳାହାଣ୍ଡିରୁ ୭୬ ଏବଂ ଜଗତସିଂହପୁରରୁ ୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି ନୂଆପଡାରୁ ୬୮, ଝାରସୁଗୁଡା ୫୫, ଢେଙ୍କାନାଳରୁ ୪୯, ଯାଜପୁରରୁ ୪୮, ପୁରୀରୁ ୪୭, ନବରଙ୍ଗପୁର ଓ ସମ୍ବଲପୁରରୁ ୪୫ ଜଣ ଲେଖାଏଁ, କନ୍ଧମାଳ ଓ କେନ୍ଦୁଝରରୁ ୪୨ ଜଣ ଲେଖାଏଁ, ବରଗଡ଼ ଓ ସୁବର୍ଣ୍ଣପୁରରୁ ୩୭ ଜଣ ଲେଖାଏଁ, ମାଲକାନଗିରିରୁ ୩୫, ରାୟଗଡାରୁ ୩୪, କୋରାପୁଟରୁ ୩୩, ବୌଦ୍ଧରୁ ୩୨ ଓ ନୟାଗଡ଼ରୁ ୩୦ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।


ଅନ୍ୟପକ୍ଷରେ ଭଦ୍ରକରୁ ୨୫, ଗଞ୍ଜାମରୁ ୨୦, ଗଜପତିରୁ ୫, ଦେବଗଡ଼ରୁ ୪ ଓ ଷ୍ଟେଟ ପୁଲରୁ ୪୧ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୨ଲକ୍ଷ, ୭୨ ହଜାର ୦୩୮ କୁ ବୃଦ୍ଧି ପାଇଛି।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories