ରାହୁଲଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ପ୍ରସ୍ତାବ ଆଣିବ ବିଜେପି

0

ନୂଆଦିଲ୍ଲୀ: ଲୋକସଭାରେ ଶୁକ୍ରବାର ଅନାସ୍ଥା ପ୍ରସ୍ତାବ ଆଲୋଚନାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧରେ ଭିତ୍ତି ହୀନ ଅଭିଯୋଗ ଆଣିଥିବାରୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ବିରୋଧରେ ସ୍ୱାଧୀକାର ଭଙ୍ଗ ପ୍ରସ୍ତାବ ଆଣିବାକୁ ବିଜେପି ସ୍ଥିର କରିଛି।

Leave A Reply