ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ଵର : ରାଜ୍ୟରେ ଶନିବାର କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୨୦କୁ ବୃଦ୍ଧି ପାଇଛି। ଆଜି ୧୨ ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, କେନ୍ଦୁଝରରୁ ୨ ଜଣ, ଗଞ୍ଜାମ, ଝାରସୁଗୁଡା, ନୂଆପଡ଼ା, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
Regret to inform the demise of twelve covid positive patients while under treatment in hospitals.
1.A 40-year-old female of Keonjhar district who was also suffering from Diabetes Mellitus & Hypertension.— H & FW Dept Odisha (@HFWOdisha) October 31, 2020
11.A 63-year-old male of Sundargarh district who was also suffering from Diabetes Mellitus.
12.A 65-year-old male of Sundargarh district who was also suffering from Diabetes Mellitus & Hypertension, Renal cell Carcinoma, Hypothyroidism.— H & FW Dept Odisha (@HFWOdisha) October 31, 2020
Comments are closed.