ବିଲରେ ଓଲଟିଲା ଯାତ୍ରୀବାହୀ ବସ୍, ୧୫ ଆହତ

0

ଭଦ୍ରକ: ବାସୁଦେବପୁର ବ୍ଳକ୍ ଅନ୍ତର୍ଗତ ବେକମୁଡି ଛକ ନିକଟରେ ଏକ ବସ୍ ଦୁର୍ଘଟଣା ଘଟିଛି। ବିଲ ତଳକୁ ଏକ ଯାତ୍ରୀବାହୀ ବସ୍ ଓଲଟି ପଡିଛି। ଏଥିରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ପ୍ରାଥମିକ ଚିକିତ୍ସା ପାଇଁ ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରେ ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି।

Leave A Reply