www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ତାଙ୍କ ଧର୍ମପତ୍ନୀ କରୋନା ପଜିଟିଭ

ଭୁବନେଶ୍ବର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କରୋନା ପଜିଟିଭ। ରାଜ୍ୟପାଳ ଓ ତାଙ୍କ ପତ୍ନୀ ଉଭୟ କରୋନା ଆକ୍ରାନ୍ତ ହୋଇଛନ୍ତି । ଏ ନେଇ ସୋମବାର ନିଜେ ରାଜ୍ୟପାଳ ଟ୍ବିଟ କରି ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରାଇବାକୁ ସେ ପରାମର୍ଶ ଦେଇଛନ୍ତି।

ସୂଚନା ଅନୁଯାୟୀ, ରାଜଭବନର ୪ଜଣ ବରିଷ୍ଠ ଅଧିକାରୀ କରୋନା ଆକ୍ରାନ୍ତ ହୋଇଥିଲେ।  ରାଜ୍ୟପାଳଙ୍କ ଦୁଇଜଣ ଡାକ୍ତର କୋଭିଡ଼ ସଂକ୍ରମିତ ହୋଇଥିବାବେଳେ ବ୍ୟକ୍ତିଗତ ସଚିବ ଏବଂ ଏଡିସି(ସୁରକ୍ଷା ଅଧିକାରୀ) କରୋନା ସଂକ୍ରମିତ ହୋଇଥିଲେ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories