www.samajalive.in
Monday, December 8, 2025
27.1 C
Bhubaneswar

ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ବର: ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କର ସୋମବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ଜଟଣୀ ସ୍ଥିତ ଘରେ ବସିଥିବା ବେଳେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ତାଙ୍କ ପତ୍ନୀ ପ୍ରତିମା ମଞ୍ଜରୀ ମିଶ୍ର ସୂଚନା ଦେଇଛନ୍ତି।

ଓଡ଼ିଆ ଚଳଚ୍ଚିତ୍ର ପାଇଁ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ଜୟଦେବ ପୁରସ୍କା ରାଜୁ ମିଶ୍ର ପୁରସ୍କୃତ ହୋଇଥିଲେ। ସେ ଚକାଆଖି ସବୁ ଦେଖୁଛି, ପୁଅ ମୋର କଳାଠାକୁର,  ‘ସାଗର ଗଙ୍ଗା’, ରୁପା ଗାଁ’ର ସୁନା କନିଆ, ସତ ମିଛ, ଉଲକା, ପଥର ଖସୁଛି ବଡ଼ ଦେଉଳୁ, ମମତା ମାଗେ ମୁଲ ଭଳି ହିଟ୍ ଫିଲ୍ମରେ ନିର୍ଦ୍ଦେଶନା ଦେଇଥିଲେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories