www.samajalive.in
Friday, December 12, 2025
15.1 C
Bhubaneswar

ଟସ୍ ଜିତି ଦିଲ୍ଲୀ କ୍ୟାପିଟାଲ୍ସର ବୋଲିଂ ନିଷ୍ପତ୍ତି

ଦୁବାଇ : ଚଳିତ ଆଇପିଏଲ୍‌ର ‘କର ବା ମର’ ଲିଗ୍‌ ମୁକାବିଲାରେ ଆଜି ମୁହାଁମୁହିଁ ହୋଇଛନ୍ତି ଦିଲ୍ଲୀ କ୍ୟାପିଟାଲ୍ସ ଓ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର । ଆଜିର ଏହି ଗୁରୁତ୍ଵପୂର୍ଣ୍ଣ ମ୍ୟାଚରେ ଟସ୍ ଜିତି ଦିଲ୍ଲୀ କ୍ୟାପିଟାଲ୍ସ ବୋଲିଂ ନିଷ୍ପତ୍ତି ନେଇଛି। ଦିଲ୍ଲୀ କ୍ୟାପିଟାଲ୍ସ ଓ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଉଭୟ ଦଳ ୧୪ପଏଣ୍ଟ ଲେଖାଏଁ ପାଇଛନ୍ତି । ତେଣୁ ଆଜିର ମ୍ୟାଚରେ ଯିଏ ଜିତିବ, ସିଏ ପ୍ଲେ-ଅଫ୍‌ରେ ପ୍ରବେଶ କରିବ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories