www.samajalive.in
Friday, December 12, 2025
15.1 C
Bhubaneswar

ରାଜ୍ୟପାଳ ଏବଂ ପରିବାର ବର୍ଗଙ୍କ ଆଶୁ ଆରୋଗ୍ୟ କାମନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‍ ଏବଂ ତାଙ୍କ ପରିବାର ସଦସ୍ୟ କରୋନା ସଂକ୍ରମିତ ଖବର ଶୁଣିବା ପରେ ରାଜ୍ୟପାଳଙ୍କ ସହ ଫୋନ୍‍ ଯୋଗେ କଥା ହୋଇଥିବା ଟ୍ୱିଟ୍‍ ଯୋଗେ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ରାଜ୍ୟପାଳ ଏବଂ ପରିବାର ବର୍ଗଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଶ୍ରୀ ପ୍ରଧାନ ଟ୍ୱିଟ୍‍ କରି କହିଛନ୍ତି ଯେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସହ କଥା ହୋଇ ତାଙ୍କର ଏବଂ ପରିବାର ସଦସ୍ୟଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରିବୁଝିଲି। ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦ୍ରୁତ ଆରୋଗ୍ୟ କାମନା କରୁଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ଆଶୀର୍ବାଦରୁ ରାଜ୍ୟପାଳ ଓ ପରିବାର ସଦସ୍ୟ ଶୀଘ୍ର ସୁସ୍ଥ ହୋଇ ଫେରିବେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍‍ ଯୋଗେ ପ୍ରକାଶ କରିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories