www.samajalive.in
Saturday, December 6, 2025
26.1 C
Bhubaneswar

ଦୀପାବଳିରେ ଫୁଟିବ ନାହିଁ ବାଣ; ସରକାର ଜାରି କଲେ କଟକଣା

ଭୁବନେଶ୍ବର : ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ବଡ଼ ପଦକ୍ଷପ ନେଇଛନ୍ତି। ଚଳିତ ବର୍ଷ ଦୀପାବଳିରେ ବାଣ ବିକ୍ରି କିମ୍ବା ବାଣ ଫୁଟାଇବାକୁ ନିଷେଧ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏଥର ଦୀପାବଳି ମାଟି ଦୀପ, ମହମବତୀ ଓ ଅନ୍ୟ ଲାଇଟ୍ ଲଗାଇ ପାଳନ କରିପାରିବେ। ମାତ୍ର ବାଣ ଫୁଟାଇପାରିବେ ନାହିଁ। ନଭେମ୍ବର ୧୦ରୁ ୩୦ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। ଏନେଇ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories