www.samajalive.in
Friday, December 12, 2025
27.1 C
Bhubaneswar

ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ

ମୁରିବାହାଲ : ମୁରିବାହାଲ ଥାନା ଟୁପାଉଡାର ପଞ୍ଚାୟତ ସାଲେଭଟା ଗ୍ରାମର ଅକ୍ଷ  ବଛାଙ୍କ ପୁଅ ଅର୍ଜୁନ ବଛା(୩୨) ଗତକାଲି ଅପରାହ୍ନରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ପରିବାର ସହ କଳି ଝଗଡା କରି ଘର ଭିତରେ ଗାମୁଛା  ଲଗାଇ ଆତ୍ମହତ୍ୟା କରିଥିବା ପୁଲିସ ସୂତ୍ରରୁ ପ୍ରକାଶ।ଅର୍ଜୁନର ଗୋଟିଏ ଚାରି ବର୍ଷର ପୁଅ ଥିବାବେଳେ ତାଙ୍କର ସ୍ତ୍ରୀ ମଧ୍ୟ ରହିଛନ୍ତି। ମୁରିବାହାଲ ପୋଲିସ ଆଇଆଇସି ତାରା ଜସ୍ମିନ ଗୁରିଆ  ଶବକୁ ଜବତ କରି ଟିଟିଲାଗଡ଼ ବ୍ୟବଚ୍ଛେଦ ପାଇଁ ପଠାଇଥିବାବେଳେ ଏକ ଅପମୃତ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛନ୍ତି।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories