www.samajalive.in
Saturday, December 13, 2025
26.1 C
Bhubaneswar

କରୋନା ନେଲା ଆଉ ଏକ ଯୁବ ସାମ୍ବାଦିକଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତରେ ପୁଣି ଏକ ସାମ୍ବିଦକଙ୍କ ମୃତ୍ୟୁ ଘଟିଛି । ନ୍ୟୁଜ୍‌ ୧୮ ଓଡ଼ିଆର ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ପରଲୋକ ହୋଇଛି। କରୋନା ଆକ୍ରାନ୍ତ ହୋଇ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ ପ୍ରବୀର। ତେବେ ଚିକିତ୍ସା ପରେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ପରିବର୍ତ୍ତନ ଘଟି ନ ଥିଲା । ଶେଷରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ପ୍ରଚାରିତ ହେବା ପରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳି ଯାଇଛି।

ସୂଚନା ଅନୁଯାୟୀ, କିଛି ଦିନ ତଳେ ପ୍ରବୀରଙ୍କ ବାପା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିଲେ । ଏବେ ପୁଅକୁ ହରାଇ ପରିବାର ଲୋକେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି।

- Advertisement -

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories