www.samajalive.in
Sunday, December 14, 2025
19.1 C
Bhubaneswar

ରାଜ୍ୟରେ ଚିହ୍ନଟ ନୂଆ ଆକ୍ରାନ୍ତ ୧୩୮୫ ; ମୋଟ ଆକ୍ରାନ୍ତ ୨,୯୭,୨୭୪

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ହ୍ରାସ ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୧ ହଜାର ୩୮୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୯୮ ଓ ସ୍ଥାନୀୟ ଅଞ୍ଚଳରୁ ୫୮୭ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୭,୨୭୪ରେ ପହଞ୍ଚିଛି। ୨,୮୨,୦୭୩ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩,୭୭୦ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୩୦ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୫୯ ଓ କଟକରୁ ୧୦୯। ଅନୁଗୁଳରୁ ୮୮,ବାଲେଶ୍ୱର ୩୬, ବରଗଡ ୫୫, ଭଦ୍ରକ ୩୧, ବଲାଙ୍ଗୀର ୭୭, ବୌଦ୍ଧ ୪, ଦେଓଗଡ ୮, ଢେଙ୍କାନାଳ ୩୩, ଗଜପତି ୩, ଗଞ୍ଜାମ ୨୩, ଜଗତସିଂହପୁର ୫୦, ଯାଜପୁର ୨୩, ଝାରସୁଗୁଡା ୨୯, କଳାହାଣ୍ଡି ୫୦, କନ୍ଧମାଳ ୧୧, କେନ୍ଦ୍ରାପଡ଼ା ୪୨, କେନ୍ଦୁଝର ୫୭, କୋରାପୁଟ ୨୮, ମାଲାକନଗିରି ୨୩, ମୟୁରଭଞ୍ଜ ୧୦୩,ନବରଙ୍ଗପୁର ୨୧, ନୟାଗଡ ୩୨, ନୂଆପଡା ୮୮, ପୁରୀ ୩୫, ରାୟଗଡା ୧୦, ସମ୍ବଲପୁର ୩୦, ସୋନପୁର ୫, ସୁନ୍ଦରଗଡ ୯୧, ଷ୍ଟେଟ ପୁଲରୁ ୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories