www.samajalive.in
Sunday, December 14, 2025
26.1 C
Bhubaneswar

ଆଉ ୧,୪୬୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ : ଆରୋଗ୍ୟଙ୍କ ସଂଖ୍ୟା ୨,୮୩,୫୩୩କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରୁ ଗୁରୁବାର ଆଉ ୧,୪୬୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୮୩,୫୩୩କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୬୯, ବାଲେଶ୍ବରରୁ ୧୧୦, କଟକରୁ ୧୦୭, ସୁନ୍ଦରଗଡ଼ରୁ ୯୭, ଜଗତସିଂହପୁରରୁ ୯୩, କେନ୍ଦୁଝରରୁ ୯୦, ଅନୁଗୋଳରୁ ୮୪, ବଲାଙ୍ଗୀରରୁ ୬୭, ମୟୂରଭଞ୍ଜ ଓ ନୂଆପଡାରୁ ୬୦ ଜଣ ଲେଖାଏଁ ଏବଂ କେନ୍ଦ୍ରାପଡାରୁ ୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି ଢେଙ୍କାନାଳରୁ ୪୧, କଳାହାଣ୍ଡିରୁ ୪୦, ନୟାଗଡ଼ରୁ ୩୫, ଝାରସୁଗୁଡାରୁ ୩୩, ବରଗଡ଼ ଓ ପୁରୀରୁ ୩୨ ଜଣ ଲେଖାଏଁ, ଯାଜପୁରରୁ ୨୯, ନବରଙ୍ଗପୁରରୁ ୨୮, ଗଞ୍ଜାମରୁ ୨୬, ସମ୍ବଲପୁରରୁ ୨୩, କୋରାପୁଟରୁ ୨୨, କନ୍ଧମାଳରୁ ୧୯, ବୌଦ୍ଧରୁ ୧୫, ଭଦ୍ରକରୁ ୧୪, ସୁବର୍ଣ୍ଣପୁରରୁ ୧୩ ଓ ଦେବଗଡ଼ରୁ ୧୧ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଅନ୍ୟପକ୍ଷରେ ମାଲକାନଗିରିରୁ ୧୧, ଗଜପତିରୁ ୧୦, ରାୟଗଡାରୁ ୮  ଓ ଷ୍ଟେଟ ପୁଲରୁ  ୩୧ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏଥି ସହିତ ରାଜ୍ୟରେ ସମୁଦାୟ  ଆରୋଗ୍ୟଙ୍କ ସଂଖ୍ୟା ୨,୮୩,୫୩୩ କୁ ବୃଦ୍ଧି ପାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories