www.samajalive.in
Sunday, December 14, 2025
26.1 C
Bhubaneswar

ରାଜ୍ୟରୁ ଆଉ ୧୪୯୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରୁ ଶୁକ୍ରବାର ଆଉ ୧୪୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ  ୯୮ହଜାର ୭୬୮ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬୭ ଜଣ ସଙ୍ଗରୋଧରୁ ରହିଥିବା ବେଳେ ୬୨୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

- Advertisement -

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories