www.samajalive.in
Wednesday, December 10, 2025
26.1 C
Bhubaneswar

ବନ୍ୟା ଜଳରେ ଭାସିଗଲେ କୃଷ୍ଣସାର ମୃଗ

ବ୍ରହ୍ମପୁର : ଲଗାଣ ବର୍ଷା ଯୋଗୁଁ ସମଗ୍ର ରାଜ୍ୟରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଏହି ବର୍ଷାରୁ ଜୀବଜନ୍ତୁ ମଧ୍ୟ ବାଦ ପଡିନାହାନ୍ତି। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଋଷିକୂଲ୍ୟାର ଉପନଦୀ ଖରଖରି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁଁ ୧୦ରୁ ଊର୍ଦ୍ଧ୍ବ କୃଷ୍ଣସାର ହରିଣ ଭାସିଯାଇଛନ୍ତି। ଜଳସ୍ତର ବୃଦ୍ଧି ପାଇବା ଯୋଗୁଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ହରିଣ ମାନେ ବିଲରେ ଚରୁଥିବା ସମୟରେ ହଠାତ ବନ୍ୟାଜଳ ମାଡି ଆସିଥିଲା। ଯାହାଫଳରେ କୃଷ୍ଣସାର ହରିଣ ଜଳରେ ଭାସିଯାଇଥିଲେ। ଗଞ୍ଜାମ ଜିଲା ଆସ୍କା ଅଞ୍ଚଳରୁ ଏହି ହରିଣ ଭାସି ଆସିଥିବା ଅନୁମାନ କରାଯାଉଛି। ସ୍ଥାନୀୟ ଲେକଙ୍କ ଦ୍ୱାରା ଉଦ୍ଦାର କାର୍ଯ୍ୟ ଜାରି ରହିଛି।

Hot this week

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

Related Articles

Popular Categories