www.samajalive.in
Monday, December 8, 2025
27.1 C
Bhubaneswar

ଭାରସାମ୍ୟ ହରାଇ ଓଲଟିଲା ବସ ; ୧୧ ଯାତ୍ରୀ ଆହତ

ଭଦ୍ରକ : ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥ ନିକଟ ତ୍ରିଶୁଳପୁର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଥିବା ରବିବାର ଜଣାପଡ଼ିଛି। ଭାରସାମ୍ୟ ହରାଇ ଏକ ବସ ଓଲଟିପଡ଼ିବାରୁ ୧୧ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଭଦ୍ରକ ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଉକ୍ତ ବସଟି ବାଲେଶ୍ୱରରୁ କଟକ ଅଭିମୁଖେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି।

 

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories