www.samajalive.in
Sunday, December 14, 2025
23.1 C
Bhubaneswar

ଭୁବନେଶ୍ବରରୁ ଆଉ ୫୭ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ଭୁବନେଶ୍ୱରରୁ ରବିବାର ଆଉ ୫୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୩ ଜଣ ରହିଥିବାବେଳେ ୪୪ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏହାସହ ୯୭ ଜଣ ଆରୋଗ୍ୟ ଲାଭ କରିଛନ୍ତି।

ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୦୪ରେ ପହଞ୍ଚିଛି ।  ଏଥିମଧ୍ୟରୁ ୮୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବାବେଳେ ୨୮୬୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୮୧ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ।

- Advertisement -

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories