www.samajalive.in
Sunday, December 14, 2025
18.1 C
Bhubaneswar

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ଉପରାଷ୍ଟ୍ରପତି କମଳା ହାରିସ୍‌ଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁକ୍ତରାଷ୍ଟ୍ର ଆମେରିକାର ୨୦୨୦ ନିର୍ବାଚନରେ ବହୁମତ ହାସଲ କରିଥିବା ରାଷ୍ଟ୍ରପତି ପ୍ରାର୍ଥୀ ଜୋ ବାଇଡେନ‌ ଏବଂ ଉପରାଷ୍ଟ୍ରପତି ପ୍ରାର୍ଥୀ କମଳା ହାରିସ୍‌ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେମାନଙ୍କର କାର୍ଯ୍ୟକାଳ ସମୟରେ ଭାରତ-ଆମେରିକା ବନ୍ଧୁତ୍ୱ ଅଧିକ ମଜବୁତ ହେବ ଏବଂ ବିଶ୍ୱର ଦୁଇ ବୃହତ ଗଣତନ୍ତ୍ର ବିଶ୍ୱକୁ ଅଧିକ ଆଗକୁ ନେବା ପାଇଁ ଏକତ୍ର କାର୍ଯ୍ୟ କରିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories