www.samajalive.in
Sunday, December 7, 2025
26.1 C
Bhubaneswar

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଧର୍ମଶାଳା ସବରେଜିଷ୍ଟାର କାର୍ଯ୍ୟାଳୟର କିରାଣୀଙ୍କ ଘରେ ଚଢାଉ

ଧର୍ମଶାଳା: ଯାଜପୁର ଜିଲ୍ଲା ଧର୍ମଶାଳା ସବରେଜିଷ୍ଟାର କାର୍ଯ୍ୟାଳୟର କିରାଣୀଙ୍କ ଘରେ ଚଢାଉ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ରତ୍ନାକର ମହାନ୍ତିଙ୍କ ଘର ସମେତ ୭ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢଉ ଜାରି ରହିଛି।

ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ଯାଜପୁର ଭିଜିଲାନସ ପକ୍ଷରୁ ରତ୍ନାକର ମହାନ୍ତିଙ୍କ ଚହଟାରେ ଥିବା ପୈତୃକ ଘର, ଜାରକାରେ ଥିବା ଭଡ଼ା ଘର, ଚାନ୍ଦପୁରରେ ଶଶୁର ଘର, ଜାତୀୟ ରାଜପଥରେ ଥିବା ହୋଟେଲ୍‌ ଆକାଶ ଓ ଅନ୍ୟ କେତେକ ସଂପର୍କୀୟଙ୍କ ଘରେ ଚଢଉ ଜାରି ରହିଥିବା ଜଣାପଡ଼ିଛି।

Hot this week

ଆବଶ୍ୟକ ହେଲେ ପୀଡିତାଙ୍କୁ କରାଯିବ ଏୟାରଲିଫ୍ଟ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

Related Articles

Popular Categories