www.samajalive.in
Saturday, December 13, 2025
23.1 C
Bhubaneswar

ମହିଳାଙ୍କ ମୃତଦେହ ଉଦ୍ଧାର

ଟିଟିଲାଗଡ: ବଲାଙ୍ଗୀର ଜିଲା ଟିଟିଲାଗଡ ବ୍ଲକ କଲୋନୀରେ ରହୁଥିବା ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳା ଜଣଙ୍କ ବ୍ଲକ କର୍ମଚାରୀ କିଶୋର ସାହୁଙ୍କ ପତ୍ନୀ କସ୍ତୁରୀ ବାରିକ ବୋଲି ଜଣାପଡିଛି।

ସ୍ଵାମୀ କିଶୋରଙ୍କ କହିବା ମୁତାବକ, ସେ ବ୍ଲକ କାର୍ଯ୍ୟାଳୟରୁ ପୂର୍ବାହ୍ନରେ ଘରକୁ କୌଣସି ଏକ କାମରେ ଯାଇଥିବା ବେଳେ ପତ୍ନୀଙ୍କ ମୃତଦେହ ଖଟ ଉପରେ ପଡ଼ିଥିବା ଦେଖିଥିଲେ। ଆଗ ପଟ ଗେଟ ବନ୍ଦ ଥିବା ବେଳେ  ପଛ ଗେଟ ଖୋଲାଥିବା କିଶୋର କହିଛନ୍ତି। ପରେ ତାଙ୍କୁ ଟିଟିଲାଗଡ ଡ଼ାକ୍ତରଖାନାକୁ ଅଣାଯାଇଥିବା ବେଳେ ଡାକ୍ତର କସ୍ତୁରୀଙ୍କୁ ମୃତ ଘୋଷଣା କରିଛନ୍ତି। ଏନେଇ ଡ଼ାକ୍ତରଖାନା କତୃପକ୍ଷଙ୍କ ସୂଚନା ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତକ ମହିଳା ୬ ମାସର ଗର୍ଭବତୀ ଥିବା ଜଣା ଯାଇଛି।

Hot this week

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

Related Articles

Popular Categories