www.samajalive.in
Sunday, December 7, 2025
14.1 C
Bhubaneswar

ରାଜା ଆଚାର୍ଯ୍ୟ ଜାମିନ୍‌ ଖାରଜ

ଭୁବନେଶ୍ବର: ଗ୍ୟାଙ୍ଗଷ୍ଟାର ରାଜା ଆଚାର୍ଯ୍ୟର ଜାମିନ ଖାରଜ। ରାଜା ଆଚାର୍ଯ୍ୟର ଜାମିନ ଖାରଜ କଲେ ଅତିରିକ୍ତ ଜିଲା ଦୌରାଜଜ୍। ନିକଟରେ ଦାଦାବଟି ଆଦାୟ ମାମଲାରେ ରାଜା ଆଚାର୍ଯ୍ୟ ଗିରଫ ହୋଇଥିଲେ।
ସୂଚନା ଅନୁଯାୟୀ, ଘର ତିଆରି ନେଇ ଗ୍ୟାଙ୍ଗଷ୍ଟାର ରାଜା ଜଣେ ବ୍ୟକ୍ତିଙ୍କ ଠାରୁ ଦାଦାବଟି ନେଉଥିଲେ। ପ୍ରତିମାସରେ ୨୦ ହଜାର ଟଙ୍କା ଦାଦାବଟି ଆଦାୟ କରୁଥିଲେ।
ସେହିପରି ଏକ ପୁରୁଣା ୱାରେଣ୍ଟ ବଳରେ ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ ଗିରଫ କରିଥିଲା କଟକର ମାଲଗୋଦାମ ଥାନା ପୁଲିସ। କୋର୍ଟଙ୍କ ସର୍ତ୍ତ ଖିଲାପ ପରେ ଗ୍ୟାଙ୍ଗଷ୍ଟର ରାଜାଙ୍କ ବିରୋଧରେ ୱାରେଣ୍ଟ ଜାରି କରାଯାଇଥିଲା। ମାଲଗୋଦାମ ଥାନା ପୁଲିସ ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ ତାଙ୍କ ବାସଭବନରୁ ଗିରଫ କରିଥିବା କଟକ ଡିସିପି ଅଖିଳେଶ୍ୱର ସିଂହ ସୂଚନା ଦେଇଛନ୍ତି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories