www.samajalive.in
Saturday, December 6, 2025
17.1 C
Bhubaneswar

ପୁଣି ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ; ୪୪, ୮୭୮ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କିଛି ଦିନ ପୂର୍ବେ ଆକ୍ରାନ୍ତଙ୍କ ସଂଖ୍ୟାରେ ସମାନ୍ୟ ହ୍ରାସ ହେଉଥିବା ଦେଖାଯାଇଥିବା ବେଳେ ଏଥିରେ ପୁଣି ବୃଦ୍ଧି ହେଉଥିବା ଦେଖାଯାଉଛି। ଦେଶରେ ୨୪ ଘଣ୍ଟାରେ ୪୪, ୮୭୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୪୭ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି।
ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୨୮ ହଜାର ୬୬୮ରେ ପହଞ୍ଚିଛି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭ ଲକ୍ଷ ୨୮ ହଜାର ୭୯୫କୁ ବୃଦ୍ଧି ପାଇଛି। ସେହିପରି ୪,୮୪, ୫୪୭ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୮୧,୧୫,୫୮୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories