www.samajalive.in
Tuesday, December 9, 2025
15.1 C
Bhubaneswar

ସମ୍ବଲପୁର ବିଜେପି ତରଫରୁ ବୀର ବୀର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ପାଳନ

ସମ୍ବଲପୁର: ସମ୍ବଲପୁର ବିଜେପି ପକ୍ଷରୁ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୀର ବିର୍ଶା ମୁଣ୍ଡାଙ୍କର  ଜୟନ୍ତୀ ପାଳନ କରାଯାଇଛି । କୋଭିଡ କଟକଣା ଯୋଗୁଁ ଚଳିତ ବର୍ଷ ତାଙ୍କର ଜନ୍ମ ଜୟନ୍ତୀ ନିରାଡ଼ମ୍ବର ଭାବରେ ପାଳନ କରାଯାଇଛି । ସ୍ଥାନୀୟ ଅଇଁଠାପଲି ଛକରେ ଥିବା ବୀର ବିର୍ଶା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରି ତାଙ୍କର ସ୍ମୃତିଚାରଣ କରାଯାଇଥିଲା । ଜିଲ୍ଲା ସଭାପତି ଗିରୀଶ ପଟେଲଙ୍କ ନେତୃତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଜୟରାମ ମୁଣ୍ଡା, ବାହାଦୂର ମୁଣ୍ଡା, ଦେବରାଜ ଭୂମିଜ, ସଞ୍ଜୟ ବାଗ, ଧୀରେନ୍ଦ୍ର ଧନବାଦ, ଜିଲ୍ଲା ସାଧାରଣ ସମ୍ପାଦକ ଅନିଲ ବେହେରା, ବିର୍ଶା ମୁଣ୍ଡା ମଣ୍ଡଳ ସଭାପତି ଗିରିଜା ସାହୁ, ସାକ୍ଷୀଗୋପୀନାଥ ମଣ୍ଡଳ ସଭାପତି ସରୋଜ କୁମାର ଘଡାଇ ରିଙ୍କି ସାହୁ, ଦୟାନିଧି ପ୍ରଧାନ, ରୂପେଶ କୁଅଁର, ଉଲ୍ଲାସ ବାରିକ, ଅଜିତ ହୋତା, ଖୁସି ଛତର, ଭବାନୀ ତାଣ୍ଡି, ଶିବ ଦିୱାନ, ଗୋପାଳ ମହାନନ୍ଦ, ଯୁବ ମୋର୍ଚ୍ଚା ରାଜ୍ୟ ସମ୍ପାଦକ ଅଶ୍ୱିନୀ ମାଝି, କ୍ଷେତ୍ରିୟ ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories