www.samajalive.in
Sunday, December 7, 2025
16.1 C
Bhubaneswar

ଜନଜାତି ଗୌରବ ଦିବସ ପାଳିତ

ଫୁଲବାଣୀ : କନ୍ଧମାଳ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଦେ ତରଫରୁ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଉପଲକ୍ଷେ  ଜନଜାତି ଗୌରବ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ପେଟ୍ରୋଲ ଛକଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରା ବାହାରିଥିବା ବେଳେ ଏଥିରେ ଏବିଭିପିର ରାଜ୍ୟ ସଂପାଦକ ଶଶୀକାନ୍ତ , ରାଜ୍ୟ ସହ ସଂପାଦିକା କବିତା କହଁର , ଜିଲା ଛାତ୍ରୀ ପ୍ରମୁଖ ତଅପୋଇ କହଁର , ଫୁଲବାଣୀ ନଗର ସଂପଦାକ ଦିବ୍ୟ ରଂଜନ ଡ଼ାକୁଆ , ରଜନନ୍ଦିନୀ ସାହାଣୀ ,ସୁବ୍ରତ ବେହେରା ,ରଜତ ମହାପାତ୍ର , କାଶିନାଥ ଗଣ୍ଡ ,ଜିଲା ପ୍ରମୁଖ ଶିବାଶିଷ୍ ପଣ୍ଡା ,ଫୁଲବାଣୀ ନଗର ବିସ୍ତାରକ ଟୁକୁନା ମଲିକ , ଟିକବାଲି ନଗର ସଂପଦାକ ଅମିତ୍ ବେହେରା ,ରୁଦ ପ୍ରସାଦ ସେଠୀ ଓ ବହୁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ। ଏହି ଅବସରରେ କର୍ମକର୍ତ୍ତାମାନେ ବିର୍ସା ମୁଣ୍ଡାଙ୍କ ଆଦର୍ଶକକୁ ନିଜ ଜୀବନରେ ମଧ୍ୟ ପ୍ରୟୋଗ କରିବା ପାଇଁ ସଂକଳ୍ପ ନେଇଥିଲେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories