www.samajalive.in
Monday, December 8, 2025
27.1 C
Bhubaneswar

ହିମାଚଳପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ଚାଲିଗଲା ୭ ଜୀବନ

ହିମାଚଳପ୍ରଦେଶ : ହିମାଚଳପ୍ରଦେଶର ଚଣ୍ଡିଗଡ-ମନାଲୀ ରାଷ୍ଟ୍ରୀୟ ଉଚ୍ଚ ମାର୍ଗ ମଣ୍ଡୀ ନିକଟ ପୁଲଘରାଟ ଅଞ୍ଚଳରେ ଏକ ବଡ ଧରଣର ମର୍ମନ୍ତୁଦ ସଡକ ଦୁର୍ଘଟଣା ଗତକାଲି ବିଳମ୍ବିତ ରାତି ୩ଟାରେ ଘଟିଛି। ଏକ ପିକଅପ ଭ୍ୟାନ ନଦୀକୁ ଓଲଟି ପଡିବାରୁ ଦୁର୍ଘଟଣାରେ ୭ ଜଣଙ୍କ ଜୀବନ ଚାଲି ଯାଇଛି। ପିକଅପ ଚାଳଳଙ୍କ ଅବସ୍ଥା ଗୁରୁତର ରହିଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଦୁର୍ଘଟଣାରେ ମୃତ୍ୟୁବରଣ ସମସ୍ତ ମୃତକଙ୍କ ବିହାରରୁ ଆସୁଥିବା ଶ୍ରମିକମାନେ ବୋଲି ଜଣାପଡ଼ିଛି।
ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories