www.samajalive.in
Tuesday, December 9, 2025
23.1 C
Bhubaneswar

ନଦୀରେ ବୁଡି ୨ ନିଖୋଜ, ୧ ମୃତ

ବାଲେଶ୍ବର: ବାଲେଶ୍ବର ଜିଲା କାଠସଙ୍ଗଡା ନଦୀରେ ଗାଧୋଇବା ବେଳେ ୫ ଜଣ ଯୁବକ ବୁଡିଯାଇଥିବା ଜଣାପଡ଼ିଛି।  ଜଣଙ୍କର ମୃତ୍ୟୁ ହୋଇଥିବା ଅନ୍ୟ ୨ ଜଣ ନିଖୋଜ ଅଛନ୍ତି ଓ ଅନ୍ୟ ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ କଦମସାହିର ଅଙ୍କିତଙ୍କ ପୁଅ ସଚିନ୍ଦ୍ର ବୋଲି ଜଣାପଡ଼ିଛି। ନିଖୋଜଥିବା ଦୁଇ ଜଣ ହେଲେ କଦମସାହିର ବିଜୁ ନାୟକଙ୍କ ପୁଅ ପୀୟୂଷ ଏବଂ ମିରିଗିଣି ମୁକ୍ତି ମିଶ୍ରଙ୍କ ପୁଅ ମୃତ୍ୟୁଞ୍ଜୟ ।

ସୂଚନା ଅନୁଯାୟୀ , ନୀଳଗିରି ଅଞ୍ଚଳରୁ ୫ ଜଣ ଯୁବକ କାଠସଙ୍ଗଡା ନଦୀକୁ ଗାଧୋଇବାକୁ ଯାଇଥିଲେ। ତ୍ରିବେଣୀଘାଟରେ ଗାଧୋଇବା ବେଳେ ପାଣିରେ ବୁଡିଯାଇଥିଲେ । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ଅଗ୍ନିଶମବାହିନୀ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଏଥିସହ ସ୍ଥାନୀୟଲୋକେ ମଧ୍ୟ ଡଙ୍ଗା ସାହାଯ୍ୟରେ ଖୋଜାଖୋଜି ଜାରି ରଖିଛନ୍ତି।

Hot this week

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

Related Articles

Popular Categories