www.samajalive.in
Monday, December 8, 2025
20.1 C
Bhubaneswar

ଇପିଏଫ୍‍ ପେନସନର୍ସ ସଂଘର ବିକ୍ଷୋଭ

ଫୁଲବାଣୀ: କନ୍ଧମାଳ ଜିଲା ସଦର ମହକୁମା ଫୁଲବାଣୀଠାରେ ଆଜି ଅଲ୍‍ ଓଡ଼ିଶା ପେନସନର୍ସ କନ୍ଧମାଳ ଶାଖା ପକ୍ଷରୁ ୫ ଦଫା ଦାବି ନେଇ ଆଜି ବିକ୍ଷୋଭ ପ୍ରଦର୍ଶନ କରାଯିବା ସହିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଫୁଲବାଣୀ ବସଷ୍ଟାଣ୍ଡ ନିକଟରୁ ସଂଘର କର୍ମକର୍ତ୍ତା ଓ ସଦସ୍ୟମାନେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଁଚିବା ପରେ ସେଠାରେ ଦାବିପତ୍ର ପ୍ରଦାନ କରିଥିଲେ। ସଂଗଠନ ସଂପାଦକ ପ୍ରମୋଦ କୁମାର ଭୂୟାଁଙ୍କ ନେତୃତ୍ୱରେ କେଦାର ପାତ୍ର, ରଘୁନାଥ ରାଏ, ପୁରସ୍ତମ ନାୟକ, ପ୍ରଶାନ୍ତ କୁମାର ସାହୁ, ଉପେନ୍ଦ୍ର ପୃଷ୍ଟି, ପ୍ରଫୁଲ କୁମାର ଦଳବେହେରା, ବିଜୟ କୁମାର ସାହୁ, ମିନ କେତନ ସ୍ୱାଇଁ ଓ ନାରଦ ଭାଇ ପ୍ରମୁଖ ଏଥିରେ ସାମିଲ୍‍ ହୋଇଥିଲେ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories