www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ବିଜେପିର ୬ ପାର୍ଟି ଅଫିସକୁ ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କଲେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

ଭୁବନେଶ୍ବର: ରାଜ୍ୟର ମଙ୍ଗଳବାର ବିଜେପିର ଆଉ ୬ଟି ପାର୍ଟି ଅଫିସ ଉଦଘାଟନ ହୋଇଛି।  ବରଗଡ, ସୁନ୍ଦରଗଡ, ଅନୁଗୁଳ, କେନ୍ଦୁଝର, ବାରିପଦା ଓ ଢ଼େଙ୍କାନାଳରେ ଆଦି ଜିଲାରେ ପାର୍ଟି ଅଫିସ ଖୋଲାଯାଇଛି। ଦିଲ୍ଲୀସ୍ଥିତ ମୁଖ୍ୟାଳୟରେ ବିଜେପିର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଭିଡିଓ କନଫରେନ୍ସିଂ ଜରିଆରେ ଏହି ପାର୍ଟି ଅଫିସଗୁଡିକର ଉଦଘାଟନ କରିଛନ୍ତି ।ଏହି ଅବସରରେ ଓଡ଼ିଶାରେ ବିଜେପିର ସଂଗଠନ ଯେପରି ତୃଣମୂଳ ସ୍ତରରେ ମଜଭୁତ ହେବ ଏବଂ ପ୍ରତିଟି ବିକାଶମୂଳକ କାର୍ଯ୍ୟରେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ସହଯୋଗ ରହିବ, ଏ ନେଇ ନଡ୍ଡା ପରାମର୍ଶ ଦେଇଥିଲେ।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories