www.samajalive.in
Saturday, December 13, 2025
26.1 C
Bhubaneswar

ଗୁଜରାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୯ ମୃତ

ଗୁଜୁରାଟର: ଗୁଜରାଟର ଭଦୋଦରାସ୍ଥିତ ୱାଘୋଡିଆ କ୍ରସିଂ ରାଜପଥରେ ବୁଧବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ଘଟିଛି। ଏଥିରେ ୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଲେ ୧୭ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଉକ୍ତ ଦୁର୍ଘଟଣା ଯୋଗୁଁ ରାଜପଥ ଜାମ୍ ହୋଇଯାଇଥିବା ଜଣାପଡ଼ିଛି।

- Advertisement -

ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଭଦୋଦରା ନିକଟରେ ହୋଇଥିବା ସଡ଼କ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଖୁବ ଶୀଘ୍ର ସୁସ୍ଥ ହୋଇଯିବାକୁ ସେ ପ୍ରାର୍ଥନା କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories