ଦୋକନ ଉପରେ ମାଡ଼ିଗଲା ଟ୍ରକ; ଦୋକାନ ମାଲିକ ଓ ଟ୍ରକ ହେଲପର ମୃତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ଥାନା ଶୁଆକାଟି ଛକ ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରକ୍ ଭାରସାମ୍ୟ ହରାଇ‌ ଏକ ଦୋକାନରେ ପଶିଯିବାରୁ ଘଟଣାସ୍ଥଳରେ ଦୋକାନ ମାଲିକଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଦୁଇଜଣ ହେଲେ ଦୋକାନ ମାଲିକ ଦୋଳଗୋବିନ୍ଦ ସାହୁ ଓ ଟ୍ରକ ହେଲପର।

Comments are closed.