www.samajalive.in
Saturday, December 13, 2025
26.1 C
Bhubaneswar

ପୂଜ୍ୟ ପ୍ରଣାମ; ଆଜି ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ

ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ୧୯୧୭ ନଭେମ୍ବର ୧୯ରେ ଆହ୍ଲାବାଦଠାରେ ଜନ୍ମଗ୍ରହଣ କରିଥିଲେ। ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ଇନ୍ଦିରା ପିଲାବେଳୁ ହିଁ ବେଶ୍ ସଚ୍ଚୋଟ ଓ ନିର୍ଭୀକା ଥିଲେ। ‘ବିଶ୍ବଭାରତୀ ବିଶ୍ବବିଦ୍ୟାଳୟ’ରେ ଭର୍ତ୍ତି ହେବା ସମୟରେ ଇନ୍ଦିରା ବିଶ୍ବକବି ରବୀନ୍ଦ୍ରନାଥ ଠାକୁରଙ୍କ ସଂସ୍ପର୍ଶରେ ଆସିଥିଲେ। ରବୀନ୍ଦ୍ରନାଥ ଠାକୁର ହିଁ ତାଙ୍କ ନାମ ‘ପ୍ରିୟଦର୍ଶିନୀ’ ରଖିଥିଲେ। ବନ୍ଧୁ ଫିରୋଜ ଗାନ୍ଧୀଙ୍କୁ ବିବାହ ପରେ ରାଜନୀତିରେ ପ୍ରବେଶ କରିଥିଲେ ଇନ୍ଦିରା। ଭାରତର ତୃତୀୟ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିବା ଇନ୍ଦିରାଙ୍କୁ ୧୯୮୪ ଅକ୍ଟୋବର ୩୧ରେ ତାଙ୍କ ଅଙ୍ଗରକ୍ଷୀମାନେ ହତ୍ୟା କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories