www.samajalive.in
Sunday, December 14, 2025
14.1 C
Bhubaneswar

ଦିଲ୍ଲୀରେ କରୋନା ସ୍ଥିତି ଅସମ୍ଭାଳ : ଗତ ୨୪ ଘଂଟାରେ ସର୍ବାଧିକ ୧୩୧ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ଭୟଙ୍କର ରୂପ ଧାରଣ କରିଛି। ୨୪ ଘଣ୍ଟା ମଧ୍ୟରେ ରାଜଧାନୀରେ ମୃତ୍ୟୁର ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୪୮୬ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୩୧ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଏହା ହେଉଛି ଦିଲ୍ଲୀରେ ଗୋଟିଏ ଦିନରେ ପ୍ରାଣ ହରାଇଥିବା ସର୍ବାଧିକ ମୃତ୍ୟୁସଂଖ୍ୟା । ଏହାପୂର୍ବରୁ ନଭେମ୍ବର ୧୨ ତାରିଖରେ ଦିଲ୍ଲୀରେ ୧୦୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିଲେ ।

Hot this week

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

Related Articles

Popular Categories