www.samajalive.in
Saturday, December 13, 2025
14.1 C
Bhubaneswar

ସ୍ୱାଦିଷ୍ଟ କ୍ରିମ ଛତୁ 

ଆବଶ୍ୟକ ସାମଗ୍ରୀ
ଛତୁ – ୫୦୦ ଗ୍ରାମ
ବଟର – ଆବଶ୍ୟକ ପରିମାଣରେ
ଗୋଲମରିଚ ଗୁଣ୍ଡ – ଅଳ୍ପ
କ୍ରିମ – ୧ ଚାମଚ
ତେଲ – ଆବଶ୍ୟକ ପରିମାଣରେ
କଟା ଟମାଟୋ – ୩ଟି
କଟା ଧନିଆପତ୍ର – ଅଳ୍ପ
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଚିଲି ସସ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଛତୁକୁ ଭଲ ଭାବେ ଧୋଇ ଦିଅନ୍ତୁ। ଏବେ ଏକ ପାତ୍ରରେ ଧୁଆ ହୋଇଥିବା ଛତୁ, ଲୁଣ, ହଳଦୀ ଗୁଣ୍ଡ, ଗୋଲମରିଚ ଗୁଣ୍ଡ, ତେଲ, ଚିଲି ସସ , ଟମାଟୋ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏବେ ଗ୍ୟାସରେ କଡ଼େଇ ବସାଇ ବଟର ପକାନ୍ତୁ। ବଟର ପକାଇବା ପରେ ଗୋଳାଇ ରଖିଥିବା ଛତୁକୁ ପକାଇ ଭଲ ଭାବେ ଭାଜନ୍ତୁ। କିଛି ସମୟ ଭାଜିବା ପରେ ସାମାନ୍ୟ ଲୁଣ, ଲଙ୍କା ଗୁଣ୍ଡ, ପାଣି ଦେଇ ୨ ମିନିଟ ଫୁଟାନ୍ତୁ। ୨ ମିନିଟ ପରେ ୧ ଚାମଚ କ୍ରିମ ପକାଇ ଏହାକୁ ଏକ ପାତ୍ରକୁ କାଢି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ କ୍ରିମ ଛତୁ  ।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories