www.samajalive.in
Monday, December 15, 2025
16.1 C
Bhubaneswar

ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ପରେ ଗୃହ ମୁଲତବୀ

ଭୁବନେଶ୍ବର : କରୋନା କଟକଣା ମଧ୍ୟରେ  ରାଜ୍ୟ ବିଧାନସଭାର ଶୀତକାଳୀନ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ତେବେ ପ୍ରଥମ ଦିନରେ ଦିବଂଗତ ନେତା ଓ କରୋନା ଯୋଦ୍ଧା ପ୍ରତି ଶୋକ ବ୍ୟକ୍ତ ପରେ ଗୃହକୁ ମୁଲତବୀ ରଖାଯାଇଛି।

ପୂର୍ବତନ ବାଚସ୍ପତି ଶରତ କର, କାର୍ତ୍ତିକେଶ୍ୱର ପାତ୍ର ଓ ଗୁରୁପଦ ନନ୍ଦଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ କରାଯାଇଥିଲା। ଶୋକ ପ୍ରସ୍ତାବ ଆଲୋଚନା ପରେ ଗୃହ ୩ଟା ଯାଏ ମୁଲତବୀ ରହିଛି। ଅପରାହ୍ଣରେ  ୨୦୨୦-୨୧ ବର୍ଷର ଅତିରିକ୍ତ ବଜେଟ୍ ଆଗତ ହେବ।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories