www.samajalive.in
Monday, December 8, 2025
20.1 C
Bhubaneswar

ଭୂଷଣ ପାୱାର ପ୍ଳାଣ୍ଟରେ ଦୁର୍ଘଟଣା, ୧ ଗୁରୁତର

ରେଙ୍ଗାଲି: ସମ୍ବଲପୁର ଜିଲା ଠେଲକୋଲୋଇଠାରେ ଥିବା ଭୂଷଣ ପାୱାର ଆଣ୍ଡ ଷ୍ଟିଲ କାରଖାନାର ପାୱାର ପ୍ଳାଣ୍ଟରେ ଶୁକ୍ରବାର ଏକ ପାଇପ ଫାଟି ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି। ଫଳରେ ଏଥିରେ ୩ ଜଣ କାର୍ଯ୍ୟରତ କର୍ମଚାରୀ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ସରୋଜ ଭୋଇ ନାମକ ଜନୈକ କର୍ମଚାରୀଙ୍କ ଅବସ୍ଥା ଗୁରୁତର ହେବାରୁ କମ୍ପାନୀର ଆମ୍ବୁଲାନ୍ସରେ ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ଚିକିତ୍ସା ପାଇଁ ସ୍ଥାନାନ୍ତରିତ କରାଯାଇଛି। ତାଙ୍କର ଅବସ୍ଥା ଏବେ ଠିକ୍‌ ଥିବା କୁହାଯାଉଛି। ଅନ୍ୟ ଆହତଙ୍କ ଭୂଷଣ ଷ୍ଟିଲ ପରିସରରେ ଥିବା ଡିସପେନସେରୀରେ ପ୍ରାଥମିକ ଚିକିତ୍ସା କରଯାଇଥିଲା। ଦୁର୍ଘଟଣାରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା କମ୍ପାନୀ ସୂତ୍ରରୁ ପ୍ରକାଶ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories